ରିପୋର୍ଟ କାର୍ଡ / ଭୁବନେଶ୍ୱର
କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ ଛାଡ଼ିଦେଲେ ବାକି ସବୁ ମାଗଣା। ଯୋଜନା ଆରମ୍ଭ ପୂର୍ବରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଯାଇଥିଲା ତେଣୁ ଯେଉଁ ପିଲାମାନେ ନାମଲେଖା ପାଇଁ ଟଙ୍କା ଦେଇଛନ୍ତି ସେମାନେ ଫେରସ୍ତ ପାଇବେ। ବ୍ଲକଗ୍ରାଣ୍ଟ କଲେଜକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ବ୍ଲକ ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ। ପିଲା ଦିଅନ୍ତୁ କି ସରକାର। କଲେଜ ଟଙ୍କା ପାଇଲେ ଗଲା ବୋଲି ମନ୍ତ୍ରୀ କହିଛନ୍ତି।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..