ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା । ନିର୍ବାଚନ ପ୍ରଚାର କରିବା ଏବଂ ରାଜ୍ୟ ବିଜେପିକୁ ବଳ ଦେବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା । ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ୱର ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତନ କରିଯିବେ। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଗସ୍ତରେ ଆସି ମାଲକାନଗିରି ଜିଲ୍ଲା କାଲିମେଳାରେ ଜନସଭାକୁ ସମ୍ବୋଧନ କରିଥିଲେ।






More Stories
ଡିଜିପି ଅନୁରାଗ ଧନଖରଙ୍କ ଆତ୍ମହତ୍ୟା…..
ପ୍ରବଳ ବର୍ଷା ନେଇ ସତର୍କ…..
ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ…..