ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ଅକଥନୀୟ ଅତ୍ୟାଚାର କରାଯାଉଛି | ଏହାର ଏକ ଘଟଣା ସାମ୍ନାକୁ ଆସିଛି। ଥାନାରେ ପଶି ହିନ୍ଦୁଙ୍କୁ ଆକ୍ରମଣ କରୁଛନ୍ତି ବାଂଲାଦେଶୀ ମୁସଲମାନ। ବାଂଲାଦେଶ ସଂଖ୍ୟାଲଘୁଙ୍କ ପାଇଁ ରହିଥିବା ମାନବାଧିକାର କଂଗ୍ରେସ(ଏଚଆରସିବିଏମ) ପକ୍ଷରୁ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ କରି ସଂଖ୍ୟାଲଘୁଙ୍କ ପ୍ରତି ଅତ୍ୟାଚାରକୁ ନିନ୍ଦା କରିଛି।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..