ରିପୋର୍ଟ କାର୍ଡ / ସମ୍ବଲପୁର
ଆସନ୍ତା ୨୩ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ। ଏନେଇ ଗୁରୁବାର ନିଷ୍ପତ୍ତି ନିଆଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ତେଣୁ ବନ୍ୟା ଜଳ ନିଷ୍କାସନ ପାଇଁ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ମିଳିଛି। ଜଳ ନିଷ୍କାସନ ପରେ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ଡ୍ୟାମ୍ କର୍ତ୍ତୃପକ୍ଷ ଆଗୁଆ ସତର୍କ କରିଛନ୍ତି।






More Stories
୮ରେ ସୁଭଦ୍ରା କିସ୍ତି…..
ଆଜିଠୁ ସିବିଏସ୍ଇ ଦଶମ ଓ ଦ୍ବାଦଶ ପରୀକ୍ଷା…..
ଆଜିଠୁ ବିଧାନସଭା ବଜେଟ୍ ଅଧିବେଶ…..