ରିପୋର୍ଟ କାର୍ଡ / ସମ୍ବଲପୁର
ଉପର ମୁଣ୍ଡରେ ବର୍ଷା ହେବା ଯୋଗୁ ହୀରାକୁଦ ଡ୍ୟାମ ମଧ୍ୟକୁ ଜଳ ପ୍ରବେଶର ପରିମାଣ ବଢୁଛି। ହୀରାକୁଦର ଜଳସ୍ତର ୬୧୫.୫୨ ଫୁଟ ଥିବାବେଳେ ବର୍ତ୍ତମାନ ୨ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି |ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଅପରାହ୍ଣରେ ହୀରାକୁଦ ଡ୍ୟାମ୍ ଆଉ ଗେଟ୍ ଖୋଲିବା ନେଇ ସୂଚନା ମିଳିଛି |






More Stories
ରାଜ୍ୟରେ ସକାଳୁଆ ସ୍କୁଲ…..
କନିଷ୍ଠ ଶିକ୍ଷକ ହେଲେ ନିୟମିତ…..
ସରିଲା ମାଟ୍ରିକ ଖାତାଦେଖା…..