ରିପୋର୍ଟ କାର୍ଡ / ସମ୍ବଲପୁର
ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପ୍ରଥମ ପର୍ଯ୍ୟାୟରେ ଡ୍ୟାମର ୧୨ଟି ଗେଟ୍ ଖୋଲାଯାଇଛି। ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ଏହା ପରେ ଅବଶିଷ୍ଟ ଫାଟକ ସବୁ ଖୋଲାଯାଇଥିଲା। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ଜଳଭଣ୍ଡାରରେ ୬୦୯.୦୬ ଫୁଟ ଉଚ୍ଚତାର ଜଳ ରହିଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..