ରିପୋର୍ଟ କାର୍ଡ / ସମ୍ବଲପୁର
ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ପୂର୍ବରୁ ହୀରାକୁଦ ଜଳଭଣ୍ଡାର ଗେଟ୍ ଖୋଲା ଯାଇ ବନ୍ୟା ଜଳ ନିଷ୍କାସନ ହେଉଥିବା ବେଳେ ଆଜି ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୩ଟି ଗେଟ୍। ବର୍ତ୍ତମାନ ମୋଟ ୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପଟରୁ ୫ଟି ଓ ଡାହାଣ ପଟରୁ ୩ଟି ଗେଟ୍ ଖୋଲା ଯାଇଛି। ବର୍ତ୍ତମାନ ଜଳସ୍ତର ୬୧୪.୫୬ ଫୁଟ ରହିଛି। ଡ୍ୟାମ ମଧ୍ୟକୁ ୧ଲକ୍ଷ ୩୨ ହଜାର ୮୨୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ଯୋଗୁଁ ଗେଟ୍ ଖୋଲା ଯାଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..