ରିପୋର୍ଟ କାର୍ଡ / ସମ୍ବଲପୁର
ଆସନ୍ତା ୬ ତାରିଖରେ ହୀରାକୁଦ ନଦୀବନ୍ଧରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ମୁଖ୍ୟବନ୍ଧ ବିଭାଗର ଭାରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ଗୁରୁବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ଗତ କିଛି ଦିନ ହେବ ପ୍ରବଳ ବର୍ଷା ଏବଂ ମୌସୁମୀ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇ ଗୁରୁବାର ୬୦୩.୨୫ ଫୁଟରେ ପହଞ୍ଚିଛି।|
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..