ରିପୋର୍ଟ କାର୍ଡ / ସମ୍ବଲପୁର
ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି ଆହୁରି ୪ଟି ସ୍ଲୁଇସ ଗେଟ୍ ଖୋଲାଯାଇଛି| ମୋଟ ୮ଟି ଗେଟ୍ରେ ଅତିରିକ୍ତ ବନ୍ୟା ଜଳ ନିଷ୍କାସନ କରାଯାଉଛି। ଖୋଲା ଯାଇଥିବା ଗେଟ ମଧ୍ୟରୁ ବର୍ତ୍ତମାନ ଜଳଭଣ୍ଡାରର ବାମ ପାର୍ଶ୍ୱରୁ ୫ଟି ଏବଂ ଦକ୍ଷିଣ ପାର୍ଶ୍ୱର ୩ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି।






More Stories
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..
ରଥ ଦକ୍ଷିଣ ମୋଡ ପାଇଁ ଆଜ୍ଞାମାଳ ବିଜେ….