Report Card Odisha

| Daily Odia News

ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବରେ ଯୋଗଦେବେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ….

The Union Minister for Information & Broadcasting, Youth Affairs and Sports, Shri Anurag Singh Thakur holding a press conference on Cabinet Decisions, in New Delhi on July 22, 2021.

ରିପୋର୍ଟ କାର୍ଡ / କଟକ

ଆଜି ବାରବାଟୀ ଷ୍ଟାଡିୟମରେ ହକି ପୁରୁଷ ବିଶ୍ବକପ୍‌ ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର । ଅପରାହ୍ଣ ୪ଟାରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଯୋଗଦେବା ସହ ଉତ୍ସବକୁ ଉଦଘାଟନ କରିବା ନେଇ ସୂଚନା ରହିଛି । ଏଥିପାଇଁ ପ୍ରଶାସନ ପକ୍ଷରୁ କଟକରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି ।

 

Breaking News