ରିପୋର୍ଟ କାର୍ଡ / କଟକ
ଆଜି ବାରବାଟୀ ଷ୍ଟାଡିୟମରେ ହକି ପୁରୁଷ ବିଶ୍ବକପ୍ ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର । ଅପରାହ୍ଣ ୪ଟାରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଯୋଗଦେବା ସହ ଉତ୍ସବକୁ ଉଦଘାଟନ କରିବା ନେଇ ସୂଚନା ରହିଛି । ଏଥିପାଇଁ ପ୍ରଶାସନ ପକ୍ଷରୁ କଟକରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..