ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଲକାନଗିରି ଜିଲ୍ଲାରେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଏଥିସହ ଅଙ୍ଗନଓ୍ବାଡି ମଧ୍ୟ ବନ୍ଦ ରହିବ। ତେବେ ସୋମବାର ଅତିପ୍ରବଳ ବର୍ଷାର ସମ୍ଭାବନା ନେଇ ଜିଲାକୁ ଓ୍ବାର୍ନିଂ ଜାରି ରହିଥିବା ନେଇ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।
More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……