ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ। ସୂଚନା ଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ଏହି ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..