ରିପୋର୍ଟ କାର୍ଡ / କଟକ
ସକାଳୁ ସକାଳୁ କଟକ ଶିଖରପୁର ଅଞ୍ଚଳରେ ଥିବା ଏକ ହୋଟେଲରେ ପୋଲିସର ଚଢାଉ । ଏନେଇ ହୋଟେଲ ଭିତରେ ଥିବା କିଛି ସନ୍ଦିଗ୍ଦ ଲୋକଙ୍କୁ ପଚରା ଉଚୁରା କରୁଛି ପୁଲିସ । ମିଳିଥିବା ସୂଚନା ଅନୁସାରେ ବାହାର ରାଜ୍ୟରୁ ୩୦ଜଣ ସନ୍ଦିଗ୍ଧ ହୋଟେଲରେ ଏକାଧିକ ରୁମ୍ ନେଇ ରହିଥିଲେ । କ୍ରିପ୍ଟୋ କରେନ୍ସି ନେଇ ପୋଲିସ ଚଢାଉ କରିଥିବା ସୂଚନା ମିଳିଛି ।
More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..