ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ଶୀତ ଅଧିବେଶନର ଆଜି ଦ୍ଵିତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ହୋଇଛି । ଶୁନ୍ୟକାଳ ଆରମ୍ଭରୁ ଗୃହରେ ହଙ୍ଗାମା ଦେଖିବାକୁ ମିଳିଥିଲା | ବିଧାନସଭାରେ ଚାଷୀ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧି ସଦସ୍ୟଙ୍କ ମୁହାଁମୁହିଁ । ପ୍ରଥମେ ଗୃହ ୧୧ ତା ୩୦ ପର୍ଯ୍ୟନ୍ତୁ ଗୃହ ମୁଲତବୀ ରଖାଯାଇଥିଲା । ଏହାପରେ ପୁଣି ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..