ରିପୋର୍ଟ କାର୍ଡ / ଭୁବନେଶ୍ବର
ଚତୁର୍ଥ ଦିନରେବି ଉଭୟ ଶାସକ ଓ ବିରୋଧୀ ସଦସ୍ୟ ଗୃହରେ ମୁହାଁମୁହିଁ | ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ମଣ୍ଡି ଅବ୍ୟବସ୍ଥା ନେଇ ବିରୋଧୀ ଗୃହରେ ହୁହାଲ୍ଲା କରିଥିବା ବେଳେ, ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗିବା ଦାବିରେ ଶାସକ ଦଳ ହଟ୍ଟଗୋଳ କରିଛନ୍ତି। ଗୃହର ମଧ୍ୟଭାଗକୁ ଆସି ଶାସକ ଓ ବିରୋଧୀ ସଦସ୍ୟଙ୍କ ମଧ୍ୟରେ ହଟ୍ଟଗୋଳ କରିଛନ୍ତି ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..