ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାର ଶୂନ୍ୟକାଳରେ ଏଏସ୍ଓ ଚାକିରି ବିବୃତି ନେଇ ବିଜେଡିର ହୋହଲ୍ଲା ଓ ନାରାବାଜି ପରେ ଗୃହକୁ ୪ଟା ଯାଏଁ ବାଚସ୍ପତି ସୁରମା ପାଢୀ ମୁଲତବୀ ଘୋଷଣା କରିଛନ୍ତି। ଏହି ପ୍ରସଙ୍ଗରେ ପ୍ର୍ରଥମେ ମଧ୍ୟ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ବିରୋଧ କରି ଗୃହରେ ହଟ୍ଟଗୋଳ ସହ ହୋହଲ୍ଲା ହୋଇଛି । ଗତକାଲି ଏଏସଓ ଚାକିରି ବିକ୍ରି ହୋଇଥିବା ଗୃହରେ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବାଚସ୍ପତିଙ୍କ ପୋଡିୟମ୍ ତଳେ ବିଜେଡିର ହୋହଲ୍ଲା, ନାରାବାଜି ପରେ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ।






More Stories
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..