ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ଶୀତଅଧିବେଶନରେ ଆଜି ଗୃହ ଆରମ୍ଭରୁ ହଟ୍ଟଗୋଳ ପରିସ୍ଥିତି ଦେଖାଦେଇଛି। ପୋଲାଭରମ୍ ପ୍ରସଙ୍ଗରେ ମୁଲତବି ଅଗ୍ରାହ୍ୟ ପରେ ହଟ୍ଟଗୋଳ ହୋଇଥିଲା। କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ ନାରାବାଜି ପରେ ଗୃହକୁ ପ୍ରଥମେ ଦିନ ୧୧ଟା ୩୦ ଯାଏଁ ଗୃହକୁ ବାଚସ୍ପତି ସୁରମା ପାଢୀ ମୁଲତବୀ ଘୋଷଣା କରିଥିଲେ। ଗୃହ ଆରମ୍ଭ ହେବା ପରେ ବିରୋଧୀ କଂଗ୍ରେସ ଓ ବିଜେଡିର ନାରାବାଜି ଓ ହୋହଲ୍ଲା କରିଥିଲେ | ପୁଣି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..