ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଗୃହ ସରଗରମ ହୋଇଥିବା ବେଳେ ବିରୋଧୀ ଦଳ ମଧ୍ୟରେ ଦେଖା ଦେଇଛି ଅସନ୍ତୋଷ । ଗୃହରେ କହିବାକୁ ସୁଯୋଗ ମିଳୁନଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ । ଅପରେସନ ସିନ୍ଦୂର ଏବଂ ପହଲଗାମ୍ ଉପରେ ଚର୍ଚ୍ଚା ଚାଲିଥିବା ବେଳେ ଦେଖା ଦେଇଥିଲା ହୋହଲ୍ଲା ପରିସ୍ଥିତି । ଗୃହରେ ହଙ୍ଗାମା ହେବାକୁ ଲୋକସଭାକୁ ଦିନ ୨ଟା ଯାଏଁ ମୁଲତବୀ କରାଯାଇଛି । ତେବେ ପୂର୍ବରୁ ମଧ୍ଯ ୧୨ ଯାଏଁ ମୁଲତବୀ ଘୋଷଣା କରାଯାଇଥିଲା । ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଆଜି ଦୁଇ ଦୁଇ ଥର ଗୃହ ମୁଲତବୀ ହେଲାଣି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….