ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆନ୍ତର୍ଜାତୀୟ ହ୍ୟୁମାନଟେରିଆନ ଅନୁଷ୍ଠାନ ଇଜିପ୍ଟ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ହ୍ୟୁମ୍ୟାନଟେରିଆନ ବ୍ରୋଞ୍ଜ ଉପାଧି ପ୍ରଦାନ କରିଛନ୍ତି | ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ର ରେ ସମ୍ମାନସୂଚକ ଉପାଧି ପ୍ରଦାନ କରିଛନ୍ତି |






More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..