Report Card Odisha

| Daily Odia News

ବ୍ଲାକମେଲର ଅର୍ଚ୍ଚନାଙ୍କ ସ୍ୱାମୀ ଗିରଫ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦକୁ ଉଠାଇ ନେଲା ପୋଲିସ | କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ ଜଗବନ୍ଧୁକୁ ତାଙ୍କ ଘରୁ ଉଠାଇ ନେଇଥିବା ସୂଚନା ମିଳିଛି। ଅର୍ଚ୍ଚନା ବ୍ଲାକମେଲିଂ ଘଟଣାରେ ତାଙ୍କ ସ୍ବାମୀ ଜଗବନ୍ଧୁକୁ ମାଷ୍ଟରମାଇଣ୍ଡ କୁହାଯାଉଥିଲା। ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁକୁ ଅଟକ ରଖି ପୋଲିସ ପଚରା ଉଚୁରା କରୁଥିବା ଜଣାପଡ଼ିଛି।

Breaking News