ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିରୋଧୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରିଛନ୍ତି। ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତା’ହେଲେ ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ ବୋଲି କହିଛନ୍ତି। ଅନ୍ୟପକ୍ଷେ ମୃତକଙ୍କ ପରିବାରକୁ ନେଇ ରାଜନୀତିକୁ ପସନ୍ଦ କରେ ନାହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।






More Stories
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..