ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଇଏଏସ୍ ସ୍ତରରେ ଅଦଳ ବଦଳ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ଆଇଏଏସ୍ ଅଫିସର କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ। ତାଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯିବ। ଆଜି ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
More Stories
ସଚିବଙ୍କୁ ଛୁଟି ମନା…..
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..