ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଅଛନ୍ତି ଶାଶ୍ୱତ । ଶାଶ୍ୱତଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।
More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….