ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ସ୍ତରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଦଳବଦଳ କରାଯାଇଛି। ଶୁଭମ୍ ସାକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅପରପକ୍ଷରେ ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିେର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। କେ.ସୁଦର୍ଶନ ଚକ୍ରବର୍ତ୍ତିଙ୍କୁ ସାଧାରଣ ବଣ୍ଟନ ନିଗମ ପରିଚାଳନା ନିର୍ଦେଶ ଭାବେ ନିଯୁକ୍ତି ଦିଆଯାଇଛି।






More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..