ରିପୋର୍ଟ କାର୍ଡ / ନୂଆଦିଲ୍ଳୀ
ଦକ୍ଷିଣ-ପଶ୍ଚିମ ରେକଜାନେସ୍ ପେନିନ୍ସୁଲାରେ ଲଗାତର ଭାବେ ଅନେକଗୁଡ଼ିଏ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ ଆଇସଲ୍ୟାଣ୍ଡରେ ଶୁକ୍ରବାର ଦିନ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ରିପୋର୍ଟରୁ ପ୍ରକାଶ ଯେ ଶୁକ୍ରବାର ରାତିରେ ଆରମ୍ଭ ହୋଇଥିବା ଏହି ସରିଜ୍ ଭୂକମ୍ପ ୧୪ ଘଣ୍ଟା ମଧ୍ୟରେ ୮୦୦ ଥର ଝଟ୍କା ଦେଇଛି। ଏହି ଭୂକମ୍ପ ପରେ ସିଭିଲ୍ ସୁରକ୍ଷା ଏବଂ ଜରୁରୀକାଳୀନ ପରିଚାଳନା ବିଭାଗ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ, “ ଗ୍ରୀନଭିକର ଉତ୍ତରରେ ଥିବା ସୁନ୍ଦନଜୁକଗିଗରରେ ସିରିଜ୍ ଭୂକମ୍ପ ଯୋଗୁ ନାଗରିକମାନଙ୍କ ସୁରକ୍ଷା ପାଇଁ ଜାତୀୟ ପୁଲିସ ମୁଖ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି।’’





More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..