ରାଜ୍ୟ ବଦଳିଲେ ବୋର୍ଡ ସମ୍ପାଦକ….. Report Card Bureau September 21, 2025 1 min read ରିପୋର୍ଟ କାର୍ଡ / କଟକ ବିଏସ୍ଇର ସମ୍ପାଦକ ବଦଳିଛନ୍ତି। ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ ହୋଇଛନ୍ତି। ST/SC ବିଭାଗ ଯୁଗ୍ମ ସଚିବ ଥିବା ସରୋଜଙ୍କୁ ବୋର୍ଡ ସମ୍ପାଦକ ଦାୟିତ୍ୱ ଦିଆଯାଇଛି। ସମ୍ପାଦକ ଦାୟିତ୍ୱରେ ଥିବା ସୋନିଆ ମିଶ୍ର ଅବକାରୀ ଅତିରିକ୍ତ କମିଶନର ହୋଇଛନ୍ତି।Continue ReadingPrevious ୨୩ରେ ବିଧାନସଭା ଘେରିବ ବିଜେଡି…….Next ରାଜ୍ୟରେ ଖୋଲିବ ୭୦ଟି ମଦ ଦୋକାନ……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ରାଜ୍ୟ ବ୍ୟବସ୍ଥିତ ଢ଼ଙ୍ଗରେ ଗଣତି….. April 14, 2026 Report Card Bureau ରାଜ୍ୟ ଆଜି ହେଉଛି ପଣା ସଂକ୍ରାନ୍ତି,ଓଡ଼ିଆ ନବବର୍ଷ…… April 14, 2026 Report Card Bureau 1 min read ରାଜ୍ୟ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬…. April 13, 2026 Report Card Bureau
More Stories
ବ୍ୟବସ୍ଥିତ ଢ଼ଙ୍ଗରେ ଗଣତି…..
ଆଜି ହେଉଛି ପଣା ସଂକ୍ରାନ୍ତି,ଓଡ଼ିଆ ନବବର୍ଷ……
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….