ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରଜମିନ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା। ଗୃହରେ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି।୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି।୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। ୧ କୋଟି ୧ ଲକ୍ଷ ୯୨ ହଜାର ୭୨୪ ଦ୍ୱିତୀୟ କିସ୍ତି ପାଇଛନ୍ତି ବୋଲି ଗୃହରେଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ତଥ୍ୟ ରଖିଛନ୍ତି।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..