ରିପୋର୍ଟ କାର୍ଡ / ବାଲେଶ୍ୱର
ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଥାନାର ଦୁଇ ଅଧିକାରୀ । ଚାନ୍ଦିପୁର ଥାନାର ଆଇଆଇସି ଗଣେଶ୍ୱର ପ୍ରଧାନ ଏବଂ ଏଏସଆଇ ପ୍ରଦୀପ ମହାନ୍ତି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ମଦ ବ୍ୟବସାୟୀଠାରୁ ମାସିକିଆ ବଟି ଆକାରରେ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଉଭୟ ଥାନା ଅଧିକାରୀ ।






More Stories
ସ୍ନାନ ଯାତ୍ରା ପ୍ରସ୍ତୁତି;ପହଣ୍ଡି ପ୍ରାତଃ ୫ ଟା ରୁ!…..
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……