ରିପୋର୍ଟ କାର୍ଡ / କଟକ
କଟକ ବୟାଳିଶି ମୌଜାରେ ବେଆଇନ୍ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍। ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ ତିଆରି କରାଯାଉଥିଲା। ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ କରାଯାଉଥିଲା। କୌଣସି ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଆଜି ଏସଟିଏଫ୍ ଟିମ୍ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା। ଏବଂ ସେଠାରୁ ୩୦ରୁ ଅଧିକ ବେଆଇନ୍ ବନ୍ଧୁକ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……