ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ ବୋଲି ସେ କହିଛନ୍ତି। ଏନେଇ ପୋଲିସ କମିଶନରଙ୍କୁ ଭୁବନେଶ୍ୱର ମହାନଗର ନିଗମ ଚିଠି କରିବ। ଥାନା ସହ ବିଏମସିର ଅବ୍ୟହୃତ ଓ ଅଚଳ ଗାଡ଼ି ସ୍କ୍ରାବ ହେବ ବୋଲି ମେୟର କହିଛନ୍ତି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..