ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନ ରାଜନୀତିରେ ଟଣାଓଟରା ସବୁବେଳେ ଲାଗି ରହିଛି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି ତାଙ୍କ ପାର୍ଟିକୁ ଜବରଦସ୍ତ ଯୋଡିବାକୁ ଚେଷ୍ଟା କରାଯାଉଛି। ସେ ଟୁଇଟରରେ ଏକ ପୋଷ୍ଟ ଶେୟାର କରି ଶାସକ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ସରକାର ଦଳକୁ ଭାଙ୍ଗିବାକୁ ନେତା ଓ ତାଙ୍କ ପରିବାରକୁ ବି ଡରାଉଛନ୍ତି ଧମକାଉଛନ୍ତି। ଘରର ମହିଳାଙ୍କ ନାମରେ ନେତାଙ୍କୁ ଧମକ ଦିଆଯାଉଛି।






More Stories
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି…..
ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ…..
ପ୍ରଧାନମନ୍ତ୍ରୀ ପଦ ଛାଡ଼ିବେ ଷ୍ଟାର୍ମର !…..