ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍କଳ ବିଲ୍ଡର୍ସରେ ଆଇଟି ରେଡ ହୋଇଛି । ଆୟକର ଠକେଇ ଅଭିଯୋଗରେ ଭୁବନେଶ୍ୱର ଉତ୍କଳ ବିଲ୍ଡର୍ସର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି । ଆଜି ଭୋରରୁ ଚଢାଉ ହୋଇଥିବା ସୂଚନା ମିଳିଛି । ଶହେରୁ ଅଧିକ ଅଧିକାରୀ ୨୦ଟି ଟିମରେ ଚଢାଉ ଜାରି ରଖିଥିବା ସୂଚନା ମିଳିଛି । ମହର୍ଷି କଲେଜ ରୋଡ ସ୍ଥିତ କାର୍ଯ୍ୟାଳୟରେ ଚାଲିଛି ଚଢାଉ ।
More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..