ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶାରେ ୪ ଲକ୍ଷ ଆୟକରଦାତା ରାସନ କାର୍ଡ ପାଇଥିଲେ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତଥ୍ୟ ଦେଇଛନ୍ତି । ରାଜ୍ୟରେ ଆୟକର ଦେଉଥିବା ବ୍ୟକ୍ତି ନେଉଥିଲେ ରାସନକାର୍ଡ । ଏନେଇ ବିଭାଗ ପାଖରେ ତଥ୍ୟ ପହଞ୍ଚିବା ପରେ ଚାଲିଛି ତନାଘନା । ଖାଉଟି ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ ଦେବା ପାଇଁ ପ୍ରକିୟା ଆରମ୍ଭ ହୋଇଛି । ପୂର୍ବ ସରକାର ସମୟରେ ଆୟକରଦାତା ପାଇଥିଲେ ରାସନ କାର୍ଡ । ତେବେ କେତେଜଣ ଏଭଳି ହିତାଧିକାରୀ ରହିଛନ୍ତି ସେନେଇ ଚାଲିଛି ଅନୁଧ୍ୟାନ । ସଂପୂର୍ଣ୍ଣ ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡ ବାଦ୍ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି, ରାଜ୍ୟରେ ଆୟକର ଦେଉଥିବା ବ୍ୟକ୍ତି ନେଉଥିଲେ ରାସନକାର୍ଡ । ଏନେଇ ବିଭାଗ ପାଖରେ ତଥ୍ୟ ପହଞ୍ଚିବା ପରେ ଚାଲିଛି ତନାଘନା । ଖାଉଟି ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ ଦେବା ପାଇଁ ପ୍ରକିୟା ଆରମ୍ଭ ହୋଇଛି । ପୂର୍ବ ସରକାର ସମୟରେ ଆୟକରଦାତା ପାଇଥିଲେ ରାସନ କାର୍ଡ । ତେବେ କେତେଜଣ ଏଭଳି ହିତାଧିକାରୀ ରହିଛନ୍ତି ସେନେଇ ଚାଲିଛି ଅନୁଧ୍ୟାନ । ସଂପୂର୍ଣ୍ଣ ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡ ବାଦ୍ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..