ରିପୋର୍ଟ କାର୍ଡ / ଭୁବନେଶ୍ବର
ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ହିତାଧିକାରୀଙ୍କୁ ଜୁନ୍ ମାସରୁ ମିଳିବ ଏହି ଭତ୍ତା। ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନା ଦ୍ବାରା ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ଜଣ ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..