ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଛନ୍ତି । ଅଣକୁଶଳିଙ୍କ ୩୪୫ ଟଙ୍କାରୁ ବଢି ୩୫୨ ଟଙ୍କା ହୋଇଥିବା ବେଳେ ଅର୍ଦ୍ଧକୁଶଳିଙ୍କ ୩୮୫ ଟଙ୍କାରୁ ବୃଦ୍ଧି ପାଇ ୩୯୨ ଟଙ୍କା ହୋଇଯାଇଛି । ଅନ୍ୟପଟେ କୁଶଳିଙ୍କ ୪୩୫ ଟଙ୍କା ବେଳେ ତାହାକୁ ବୃଦ୍ଧି କରି ୪୪୨ ଟଙ୍କା କରିଛନ୍ତି । ଏହାସହିତ ଅତିକୁଶଳିଙ୍କ ୪୯୫ ଟଙ୍କାରୁ ବୃଦ୍ଧି ହୋଇ ୫୦୨ ଟଙ୍କା ହୋଇଛି ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..