ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୨୯ ହଜାର ୯୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୭୬ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୯ ଲକ୍ଷ ୯୨ ହଜାର ୫୧୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୯ ହଜାର ୯୯୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୯୦ ଲକ୍ଷ ୨୭ ହଜାର ୩୦୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୧୫୨୨୧।






More Stories
ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି……
ଯଶପାଲ ରାଣାଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ଶୋକ…..
ଖାଲି ଗୃହିଣୀ ନୁହେଁ ସେମାନେ ରାଷ୍ଟ୍ର ନିର୍ମାତା…..