ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ ୩୯,୭୨୬ ନୂଆ କରୋନା ପଜିଟିଭ ଚିହ୍ନଟ । ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୫,୧୪,୩୩୧କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୩୭୦ରେ ପହଞ୍ଚିଛି । ଦିନକରେ ୨୦,୬୫୪ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୮୩,୬୭୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨,୭୧,୨୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ସମ୍ବିଧାନ ଉଚ୍ଛେଦ ପାଇଁ ପ୍ରସ୍ତାବ ଦେଉଛି ବିଜେପି……
ଦିଲ୍ଲୀରେ ବିଶ୍ବହିନ୍ଦୁ ପରିଷଦର ବିକ୍ଷୋଭ…..
ସୋନିଆ,ରାହୁଲଙ୍କୁ ହାଇକୋର୍ଟ ନୋଟିସ…..