ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗତକାଲି ଅନୁଷ୍ଠିତ ହୋଇଥିବା ଏବର୍ଷର ଜି୨୦ ଶିଖର ସମ୍ମିଳନୀ ଶେଷ ହୋଇଛି | ଆଜି ‘ଜି୨୦ ଶିଖର ସମ୍ମିଳନୀ’ ସମାପ୍ତି ଘୋଷଣା କରୁଛି ବୋଲି ଆଜି ‘ଭାରତ ମଣ୍ଡପମ୍’ରେ ସମ୍ମିଳନୀ ଉଦ୍ଯାପନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ପରବର୍ତ୍ତୀ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତା କରିବ ବ୍ରାଜିଲ। ଚଳିତ ସଂସ୍କରଣର ଅନ୍ତିମ ଦିନରେ ବ୍ରାଜିଲକୁ ଜି-୨୦ର ଅଧ୍ୟକ୍ଷତା ଭାର ସମର୍ପଣ କଲା ଭାରତ। ଆସନ୍ତା ବର୍ଷକୁ ବ୍ରାଜିଲରେ ଅନୁଷ୍ଠିତ ହେବ ଜି-୨୦ ଶିଖର ସମ୍ମିଳନୀ। ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଅଧ୍ୟକ୍ଷତା ଭାର ସମର୍ପଣ କରିଛନ୍ତି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….