ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚିତା ପ୍ରକଳ୍ପ ନିମନ୍ତେ ଭାରତକୁ ଶତାଧିକ ଚିତା ପଠାଇବା ଲାଗି ରାଜିନାମା ହୋଇଥିବା କଥା ଗୁରୁବାର ଦିନ ଦକ୍ଷିଣ ଆଫ୍ରିକା କହିଛି। ଦକ୍ଷିଣ ଆଫ୍ରିକାର ପରିବେଶ ମନ୍ତ୍ରାଳୟ କହିଛି, ଗତବର୍ଷ ସେପ୍ଟେମ୍ବର ମାସରେ ନାମିବ୍ୟାରୁ ୮ ଚିତା ପଠାଯିବାର ପରେ ଆସନ୍ତା ମାସରେ ପ୍ରାରମ୍ଭିକ ପର୍ଯ୍ୟାୟରେ ଆଉ ୧୨ଟି ଚିତା ବିମାନ ଯୋଗେ ଭାରତକୁ ସ୍ଥାନାନ୍ତର କରାଯିବ। ଏ ସଂକ୍ରାନ୍ତରେ ଜାରି କରିଥିବା ବିବୃତିରେ ପରିବେଶ ମନ୍ତ୍ରାଳୟ କହିଛି, ଚିତାସଂଖ୍ୟା ବୃଦ୍ଧି ନିମନ୍ତେ ଆଗାମୀ ୮ରୁ ୧୦ ବର୍ଷ ଧରି ବାର୍ଷିକ ୧୨ଟି ଚିତା ପଠାଯିବା ଲାଗି ଯୋଜନା କରାଯାଇଛି।






More Stories
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..