ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଇଣ୍ଡିଆମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ। ଭାରତୀୟ ମେଣ୍ଟ ଉପରାଷ୍ଟ୍ରପତି ପଦ ପାଇଁ ବି. ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି। ସେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରହି ସାରିଛନ୍ତି। ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ। ଗତକାଲି ଏନଡିଏ ପ୍ରାର୍ଥୀ ସି.ପି. ରାଧାକୃଷ୍ଣନ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଥିଲେ।






More Stories
ବିଜେପି ବିରୋଧରେ ସାରା ଦେଶରେ ବିକ୍ଷୋଭ……
କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି……
କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ……