ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହାଙ୍ଗଝୌଠାରେ ଜାରିରହିଛି ଏସୀୟ କ୍ରୀଡ଼ା | ହକିରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି । ଜାପାନକୁ ୫-୧ ଗୋଲରେ ପରାସ୍ତ କରି ଭାରତ ସ୍ୱର୍ଣ୍ଣପଦକ ଜିତିବା ସହିତ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛି । ପୂର୍ବରୁ ଗ୍ରୁପ ପର୍ୟ୍ୟାୟରେ ଅପରାଜେୟ ଥିବା ଭାରତ ସେମିଫାଇନାଲରେ କୋରିଆକୁ ହରାଇ ଫାଇନାଲରେ ପହଞ୍ଚିଥିଲା ।ମ୍ୟାଚ ଆରମ୍ଭରୁ ଭାରତ ନିଜର ଦମଦାର ପ୍ରଦର୍ଶନ ଜାରି ରଖିଥିଲା। ପ୍ରଥମ କ୍ବାର୍ଟରରେ କୌଣସି ଦଳ ଗୋଲ ସ୍କୋର କରି ପାରିନଥିବା ବେଳେ ଦ୍ବିତୀୟ କ୍ବାର୍ଟରରେ ଗୋଲ ଦେଇ ଭାରତ ବିଜୟ ଅଭିଯାନ ଆରମ୍ଭ କରିଥିଲା।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..