ରିପୋର୍ଟ କାର୍ଡ / କେନ୍ଦୁଝର
ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଏପିରିକିଯୋଡା ସହରରେ ୧୪୪ ଧାରା ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ସୂଚନା ମୁତାବକ ଗତକାଲି ଝଣ୍ଡା ଶୋଭାଯାତ୍ରାକୁ ନେଇ ଯୋଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା । ଯୋଡ଼ା ସହରରେ ୨ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଯୋଡ଼ା ସହରରେ ୧୪୪ଧାରା ଜାରି କରାଯାଇଛି ।






More Stories
କାର୍କୁ ଘୋଷାଡ଼ି ନେଲା ଟ୍ରକ…..
ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର….
ଦିଲ୍ଲୀ ବ୍ଲାଷ୍ଟ କେସ୍ ସହିତ ଏମାନଙ୍କ କୌଣସି ସଂପର୍କ ନାହିଁ……