ରିପୋର୍ଟ କାର୍ଡ / କେନ୍ଦୁଝର
ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଏପିରିକିଯୋଡା ସହରରେ ୧୪୪ ଧାରା ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ସୂଚନା ମୁତାବକ ଗତକାଲି ଝଣ୍ଡା ଶୋଭାଯାତ୍ରାକୁ ନେଇ ଯୋଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା । ଯୋଡ଼ା ସହରରେ ୨ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଯୋଡ଼ା ସହରରେ ୧୪୪ଧାରା ଜାରି କରାଯାଇଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….