ରିପୋର୍ଟ କାର୍ଡ / ପୁରୀ
ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଅବସରରେମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ମଙ୍ଗଳବାର ନିମନ୍ତ୍ରଣ କରାଯାଇଛି। ଜାନୁଆରୀ ୨୨ ତାରିଖରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପତ୍ର ସହ ନଡିଆ, ଧୂପ, ଅରୁଆ ଚାଉଳ ମଧ୍ୟ ଅର୍ପଣ କରାଯାଇଛି। ଶ୍ରୀରାମ ଜନ୍ମଭୂମି ଅଭ୍ୟର୍ଥନା କମିଟି ଓ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଏକ ଟିମ୍ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛନ୍ତି।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..