ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠୁ ପୁଣି ଆଇପିଏଲ୍ ମ୍ୟାଚ ଆରମ୍ଭ କରାଯିବ । ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷେ୍ମø, ମୁମ୍ବାଇ, ଅହମ୍ମଦାବାଦରେ ମ୍ୟାଚ ଖେଳାଯିବ। ମେ’ ୨୯ରେ କ୍ୱାଲିଫାୟର ଏବଂ ମେ’ ୩୦ରେ ଏଲିମିନେଟର ମ୍ୟାଚ ସହଜୁନ ୧ରେ କ୍ୱାଲିଫାୟର-୨ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୩ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ସୂଚନା ମିଳିଛି।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ନୂଆରୂପରେ ଲୋକସେବା ଭବନ, ବିଧାନସଭା…..