ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂହ | ଆଜି ବିଧିବଦ୍ଧ ଭାବରେ ପୂର୍ବତନ ପୋଲିସ କମିଶନର ସଂଜୀବ ପଣ୍ଡାଙ୍କ ଠାରୁ ସୁରେଶ ଦେବଦତ୍ତ ସିଂହ ଦାୟିତ୍ୱ ଗ୍ରହଣ କରିଛନ୍ତି |୧୯୯୮ ବ୍ୟାଚର ଆଇପିଏସ ଅଧିକାରୀ ହେଉଛନ୍ତି ଏସ ଦେବଦତ୍ତ ସିଂହ|ପୂର୍ବରୁ ଏଡିଜି ଅପରେସନ ରହି ସାରିଥିବା ସୁରେଶ ଦେବଦତ୍ତ ସିଂହଙ୍କର ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି। ମୁଖ୍ୟତଃ ନକ୍ସଲ ଅପରେସନକୁ ସଫଳତାର ସହ ପରିଚାଳନା କରିବାରେ ସେ ପ୍ରମୁଖ ଭୂମିକା ନିର୍ବାହ କରି ସାରିଛନ୍ତି ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..