Report Card Odisha

| Daily Odia News

ଉପରାଷ୍ଟ୍ରପତି ‌ମୋଖବେର ହେଲେ ଇରାନର କାମଚଳା ରାଷ୍ଟ୍ରପତି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଉପରାଷ୍ଟ୍ରପତି ‌ମୋଖବେର ଇରାନର କାମଚଳା ରାଷ୍ଟ୍ରପତି ଦାୟିତ୍ୱ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରବିବାର ହେଲିକପ୍ଟର ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟ ଦୁର୍ଘଟଣାରେ ହୋଇଥିଲା । ଦୁର୍ଘଟଣାର କାରଣ ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଇରାନରେ ୫ ଦିନିଆ ଶୋକ ଘୋଷଣା ହୋଇଛି । ଆଜି ଦିନିକିଆ ଶୋକ ପାଳୁଛି ଭାରତ । ଗତକାଲି ଏହି ଦୁର୍ଘଟଣା ଘଟିଥିଲେ ମଧ୍ୟ ପ୍ରତିକୂଳ ପାଗ ଯୋଗୁଁ ଇବ୍ରାହିମଙ୍କ ସଂପର୍କରେ କୌଣସି ନିର୍ଦ୍ଦିଷ୍ଟ ସୂଚନା ମିଳିନଥିଲା। ତେବେ ଆଜି ଦୁର୍ଘଟଣାସ୍ଥଳରୁ ତାଙ୍କର ମୃତଦେହ ମିଳିବା ପରେ ଇରାନରେ ଶୋକର ଛାୟା ଖେଳି ଯାଇଛି।

Breaking News