ରିପୋର୍ଟ କାର୍ଡ / ଝାରସୁଗୁଡା
ସ୍ବର୍ଗତଃ ନବ ଦାସଙ୍କ ବଡ଼ ଭାଇ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢଉ । ଆୟକର ଟିମ୍ ୧୦ଟି ଗାଡ଼ିରେ ଆସି ଚଢ଼ାଉରେ ନିୟୋଜିତ ଅଛନ୍ତି। ତେବେକେବେଠୁ ବ୍ରଜ ଆୟକର ଟ୍ୟାକ୍ସ ଦେଉ ନ ଥିଲେ , ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ ରହିଛି , କେବଳ ସମ୍ବଲପୁର କମ୍ବା ଅନ୍ୟ କେଉଁ ଠିକଣାରେ ରେଡ ଚାଲିଛି ସେସବୁ ଏଯାବତ୍ ଜଣାପଡିନାହିଁ । ତେବେ ୧୦ଟି ଗାଡିରେ ଆୟକର ବିଭାଗର ଅଧିକାରୀମାନେ ଆସି ସକାଳ ୬ଟାରୁ ବ୍ରଜଙ୍କ ସମ୍ବଲପୁର ଘରେ ଯାଞ୍ଚ କରୁଥିବା ଜଣାପଡିଛି। ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ ହୋଇଥିଲା। ଏହା ଦ୍ବିତୀୟଥର ରେଡ ହେଉଛି।






More Stories
ରାଜଧାନୀରେ ବୁଲିଲା ଖଣ୍ଡା…..
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..