ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଆଇଟିଡିଏ ସହକାରୀ ନିର୍ଦ୍ଦେଶକ ସଞ୍ଜୟ କେସପେଟାଙ୍କ ଘରେ ସୋମବାର ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ୍ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ମାମଲାରେ ଭୁବନେଶ୍ୱର ସମେତ କୋରାପୁଟ ଓ ରାଉରକେଲାରେ ଭିଜିଲାନ୍ସ ଟିମ୍ ପହଞ୍ଚି ଛାନଭିନ୍ ଚଳାଇଛନ୍ତି। କୋରାପୁଟ ମେଡିକାଲ ରୋଡ୍ରେ ଥିବା ଲଜ୍ ସମେତ ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି। ଭିଜିଲାନ୍ସ ବିଭାଗର ୧୫ରୁ ଅଧିକ ଅଧିକାରୀଙ୍କ ନେତୃତ୍ୱରେ ପ୍ରାୟ ୭ଟି ଭିଜିଲାନ୍ସ ଟିମ୍ ଏକକାଳୀନ ସଞ୍ଜୟଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ଚଢ଼ାଉ କରିଛନ୍ତି।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……